www.samajalive.in
Sunday, December 7, 2025
23.1 C
Bhubaneswar

ଅକ୍ଟୋବରରେ ରାହୁଲ ଓ ପ୍ରିୟଙ୍କାଙ୍କ ଓଡ଼ିଶା ଗସ୍ତ !

ଭୁବ‌ନେଶ୍ବର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ। ଅକ୍ଟୋବର ଶେଷ ସପ୍ତାହରେ ଉଭୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସେ କହିଛନ୍ତି।

ଅଧିରାଜଙ୍କ ସୂଚନା ମୁତାବକ, ଓଡ଼ିଶାର ୫ ଜଣ ବିଧାୟକ ଦିଲ୍ଲୀ ଯାଇ ରାହୁଲଙ୍କୁ ଭେଟିଛନ୍ତି ଏବଂ ଓଡ଼ିଶା ଗସ୍ତ ନେଇ ଆଲୋଚନା କରିଛନ୍ତି। ୪ଟି ଜୋନ୍‌ରେ ସଭା କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ତାରିଖ ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି।

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories