www.samajalive.in
Friday, December 12, 2025
16.1 C
Bhubaneswar

ବୃଦ୍ଧାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ୪ ଅଟକ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ଥାନା ଅଞ୍ଚଳରେ ଜଣେ ବୃଦ୍ଧାଙ୍କୁ ଗଣ ଦୁଷ୍କର୍ମ କରାଯାଇଥିବା ନେଇ କଣ୍ଟାବାଞ୍ଜି ଥାନାରେ ଅଭିଯୋଗ ହୋଇଛି। ୬୦ ବର୍ଷୀୟ ବୃଦ୍ଧାଙ୍କ ସହ ଗୁରୁବାର ରାତିରେ ଗଣ ଦୁଷ୍କର୍ମ ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ଘଟଣାରେ କଣ୍ଟାବାଞ୍ଜି ପୁଲିସ ୪ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଏସଡିପିଓ ଗୌରାଙ୍ଗ ସାହୁ ସୂଚନା ଦେଇଛନ୍ତି।

ସୂଚନା ଅନୁସାରେ, ପୀଡ଼ିତାଙ୍କ ନୂତନ ଘର କାମ ଚାଲିଥିବା ବେଳେ ଘର ନିର୍ମାଣ ସାମଗ୍ରୀକୁ ଜଗିବା ପାଇଁ ସେ ରାତିରେ ଓଭରହେଡ ପାଣି ଟାଙ୍କି ପାଚେରୀ ନିକଟରେ ପାଲ ଢାଙ୍କି ରହୁଥିଲେ। ତେବେ ରାତିରେ ଦୁର୍ବୃତ୍ତମାନେ ତାଙ୍କୁ ଗଣ ଦୁଷ୍କର୍ମ କରିଥିବା ନେଇ କଣ୍ଟାବାଞ୍ଜି ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହେଉଥିବା ବେଳେ ପଚଲିସ ପହଞ୍ଚି ପଚରାଉଚରା କରିବା ସହ ପୀଡ଼ିତାଙ୍କ ଡାକ୍ତରୀମାଇନା କରାଯାଇଥିବା ସୂଚନା ମିଳିଛି। ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ୍ ସହ ପୁଲିସ ପହଞ୍ଚି ତଦନ୍ତ କରିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories