www.samajalive.in
Saturday, December 13, 2025
27.1 C
Bhubaneswar

ତୁରୁମୁଙ୍ଗା ରାଜନଗର ଆର.ଡି. ରାସ୍ତା ଶୋଚନୀୟ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ଠାରୁ ରାଜନଗର ପର୍ୟ୍ୟନ୍ତ ଆର. ଡି. ରାସ୍ତା ଲଗାଣ ବର୍ଷାରେ ଶୋଚନୀୟ ହୋଇ ପଡିଛି। ନିମ୍ନ ମାନର କାମ ଯୋଗୁ ଅଧିକାଂଶ ସ୍ଥାନରେ ପିଚୁ ଧୋଇଯିବା ସହ ରାସ୍ତାରେ ଖାଲ ଖମା ସୃଷ୍ଟି ହୋଇଛି। ଏହି ରାସ୍ତାକୁ ୫ ମିନିଟ ଯାଗାରେ ଏବେ ୨୦ ମିନିଟ ସମୟ ଲାଗୁଛି। ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ରାଜନଗର ତୁରୁମୁଙ୍ଗା ରାସ୍ତାକୁ ମରାମତି କରିବା ପାଇଁ ଜନସାଧାରଣ ଦାବି ଜଣାଇଛନ୍ତି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories