www.samajalive.in
Tuesday, December 9, 2025
15.1 C
Bhubaneswar

ବିଡ଼ିଓଙ୍କୁ ଦାବିପତ୍ର ଦେଲେ ଯୋଗାଣ ସହାୟକ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଳକରେ କାର୍ଯ୍ୟରତ ଯୋଗାଣ ସହାୟକ ମାନେ ନିଜର ବିଭିନ୍ନ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଲିଖିତ ଥିବା ୬ ଦଫା ଦାବିପତ୍ରକୁ ବିଡ଼ିଓ ପ୍ରମୋଦ ମେହେରଙ୍କୁ ପ୍ରଦାନ କରିଛନ୍ତି। ଏହି ଦାବି ଗୁଡ଼ିକ ଯଦି ଆସନ୍ତା ୩ ଦିନରେ ପୂରଣ ହେବ ନାହିଁ ତେବେ ଯୋଗାଣ ସହାୟକ ମାନେ କାର୍ଯ୍ୟ ବନ୍ଦ କରି ଆନ୍ଦୋଳନ ରତ ରହିବେ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories