www.samajalive.in
Tuesday, December 9, 2025
17.1 C
Bhubaneswar

ଟ୍ରେନ୍‌‌ରେ ଅଗ୍ନିକାଣ୍ଡ ; ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମଦୁରାଇ : ଉତ୍ତରପ୍ରଦେଶର ଲଖନଉ ରାମେଶ୍ୱରମ୍‌‌ ଯାଉଥିବା ପର୍ଯ୍ୟଟକ ଟ୍ରେନରେ ଶନିବାର ଭୟାବହ ଅଗ୍ନିକାଣ୍ଡରେ ୧୦ ଜଣଙ୍କ ମୃତ୍ୟୁ ହେବା ସହ ୨୦ରୁ ଅଧିକ ଆହତ ହୋଇଛନ୍ତି। ଏହି ଟ୍ରେନରେ ଉତ୍ତରପ୍ରଦେଶ ସୀତାପୁର, ହରଦୋଇ ଓ ଲଖୀମପୁର ଆଦି ଅନେକ ସ୍ଥାନର ଯାତ୍ରୀ ଥିଲେ।
ଏହି ଦୁର୍ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଲେଖାଏଁ ସହାୟତା ରାଶି ଦେବାକୁ ଘୋଷଣା କରିଛନ୍ତି।
ସୂଚନା ଯୋଗ୍ୟ,ଏହି ଅଗ୍ନିକାଣ୍ଡରେ ମୃତକଙ୍କ ପରିଜନଙ୍କୁ ରେଳବାଇ ପକ୍ଷରୁ ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories