www.samajalive.in
Sunday, December 14, 2025
19.1 C
Bhubaneswar

ସଡ଼କ ଦୁର୍ଘଟଣାରେ ଶାଳକ ଗୁରୁତର ଭିଣୋଇ ଆହତ

କଲମପୁର: ରଣମାଲ ଅରେବେଡା ରାସ୍ତାର ରଣମାଲ ଗ୍ରାମ ନିକଟରେ ଏକ ସ୍କୁଟି ଦୁର୍ଘଟଣା ହେବା ଦ୍ୱାରା ଶାଳକ ଓ ଭିଣୋଇ ଆହତ ହୋଇଛନ୍ତି। ​‌େ​‌ତବେ ଶାଳକଙ୍କ ସ୍ବାସ୍ଥ୍ୟବସ୍ଥା ଗୁରୁତର ହୋଇଥିବା ଜଣାପଡ଼ିଛି। ଉଭୟଙ୍କୁ ପରିବାର ଲୋକ ଉଦ୍ଧାର କରି ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ତ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।
ଅପରପକ୍ଷରେ କଲମପୁର ଥାନା ଅଞ୍ଚଳରେ ଦୁଇଟି ପୃଥକ ପୃଥକ ସ୍ଥାନରେ ସଡ଼କ ଦୁର୍ଘଟଣା ଘଟିଛି। ବାଇକ ଦୁର୍ଘଟଣାରେ ଦୁଇଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର ପରେ ଚିକିତ୍ସା ପାଇଁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories