www.samajalive.in
Friday, December 12, 2025
16.1 C
Bhubaneswar

ଶିକାରୀ ଗୁଳିରେ ଜଣେ ଆହତ

ବାରିପଦା : ଶିକାରୀର ଗୁଳିମାଡରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି। ମୟୂରଭଞ୍ଜ ଜିଳା କପ୍ତିପଦା ଥାନା ଅନ୍ତର୍ଗତ ଅଡାପାଇ ଜଙ୍ଗଲରେ ଏପରି ଘଟଣା ଘଟିଛି। ଆହତ ଯୁବକଙ୍କ ନାମ ପାତ୍ରାସ୍ ଆଳିଆ। ତାଙ୍କୁ ଆହତ ଅବସ୍ଥାରେ ଉଦ୍ଧାର କରାଯାଇ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଶିକାର ଜଣକ ଜଙ୍ଗଲରେ ବାରହା ଶିକାର ପାଇଁ ଗୁଳି ଚଳାଇଥିଲେ। ମାତ୍ର ଭୁଲବଶତଃ ଗୁଳିଟି ପାତ୍ରାସଙ୍କ ଗୋଡରେ ବାଜିଥିଲା ବୋଲି ସେ କହିଛନ୍ତି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories