www.samajalive.in
Saturday, December 13, 2025
21.1 C
Bhubaneswar

ଅକ୍ଟୋବର ସୁଦ୍ଧା ଶେଷ ହେବ ଶ୍ରୀମନ୍ଦିର ପରିକ୍ରମା ମାର୍ଗ, ସମୀକ୍ଷା କଲେ ୫-ଟି ସଚିବ

ପୁରୀ: ରାଜ୍ୟ ୫-ଟି ସଚିବ ଭି. କେ ପାଣ୍ଡିଆନ ଶନିବାର ରାତିରେ ପୁରୀ ଗସ୍ତରେ ଆସି ଶ୍ରୀ ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଜିଲ୍ଲା ପ୍ରଶାସନ, ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଏବଂ ଟାଟା କମ୍ପାନୀର ଅଧିକାରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଅକ୍ଟୋବର ମାସ ଶେଷ ସୁଦ୍ଧା ନିର୍ମାଣ କାର୍ଯ ଶେଷ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ପରିକ୍ରମା ମାର୍ଗ ନିର୍ମାଣ ପାଇଁ ଉଚ୍ଛେଦ ହୋଇଥିବା ମଠ ଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ଐତିହ୍ୟ ରଘୁନନ୍ଦନ ପାଠାଗାର ପୁନଃନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡିଛି।

Hot this week

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

Related Articles

Popular Categories