www.samajalive.in
Monday, December 8, 2025
20.1 C
Bhubaneswar

ସଡକ ଦୁର୍ଘଟଣାରେ ଜଣେ ମୃତ

ଢେଙ୍କାନାଳ : ଢେଙ୍କାନାଳ ଜିଲା କାମାକ୍ଷାନଗର ସହର ସନ୍ନିକଟ ଜିରିଡାମାଳିସ୍ଥିତ ରାଧାକୁଞ୍ଜ ଛକ ୫୩ ନମ୍ବର ଜାତୀୟ ରାଜପଥ ଉପରେ ସଡକ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ଅପରାହ୍ନରେ ଏକ ଟ୍ରକ ଧକ୍କାରେ ଏହି ବାଇକ ଆରୋହୀଙ୍କର ଶୋଚନୀୟ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କାନପୁରା ପଞ୍ଚାୟତର ପଲ୍ଲୀସାନ୍ତରାପୁର ଗ୍ରାମର ବ୍ରହ୍ମାନନ୍ଦ ନାୟକଙ୍କର ପୁଅ ଅଲା(୩୦)। କାମାକ୍ଷାନଗରରୁ ରାଜମିସ୍ତ୍ରୀ କାମ ସାରି ଅପରାହ୍ନରେ ଘରକୁ ଫେରୁଥିବା ବେଳେ ଏହି ଘଟଣା ଘଟିଥିବା ଜଣାପଡିଛି  ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories