www.samajalive.in
Tuesday, December 9, 2025
16.1 C
Bhubaneswar

ଓନମ ପର୍ବ ଅବସରରେ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କ ଶୁଭେଚ୍ଛା

ଡେସ୍କ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ସମସ୍ତ ନାଗରିକଙ୍କୁ ବିଶେଷ କରି କେରଳର ଜନସାଧାରଣଙ୍କୁ ଓନମ ପର୍ବ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଏହି ପର୍ବ ଫସଲ ଅମଳ ସମୟରେ ଆରମ୍ଭ ହୋଇଥାଏ ଏବଂ ଏହା କେରଳର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଏକ ନିଆରା ଉଦାହରଣ। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ଉତ୍ସବ ପ୍ରକୃତି ପ୍ରତି କୃତଜ୍ଞତା ଜଣାଇବା ପାଇଁ ଏକ ଉତ୍ସବ ଅଟେ ଏବଂ ସେମାନଙ୍କର ଧାର୍ମିକ ତଥା ଜାତିର ପରିଚୟ ନିର୍ବିଶେଷରେ ଏହି ପର୍ବ ସାମାଜିକ ସୌହାର୍ଦ୍ଦ୍ୟର ବାର୍ତ୍ତା ଦେଇଥାଏ।

ଉପରାଷ୍ଟ୍ରପତି ତାଙ୍କ ବାର୍ତ୍ତାରେ କହିଛନ୍ତି ଯେ ଓନମ ହେଉଛି ଏକତା, ଅମଳ ଏବଂ ସାଂସ୍କୃତିକ ସମୃଦ୍ଧତାର ଉତ୍ସବ, ଯାହାକି ପରମ୍ପରାର ଏକ ଚିତ୍ରରେ ସମ୍ପ୍ରଦାୟକୁ ବାନ୍ଧି ରଖିଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପର୍ବ କୃଷି ସମ୍ପ୍ରଦାୟର ଅକ୍ଲାନ୍ତ ଉଦ୍ୟମକୁ ସମ୍ମାନିତ କରିବା ଏବଂ ପ୍ରକୃତିଙ୍କୁ କୃତଜ୍ଞତା ଜଣାଇବା ପାଇଁ ଏକ ଅବସର ଅଟେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories