www.samajalive.in
Monday, December 8, 2025
17.1 C
Bhubaneswar

ଓଡ଼ିଶା ଆସିବେ କେନ୍ଦ୍ର ନିର୍ବାଚନ ଆୟୋଗ

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୧୩ ତାରିଖରେ କେନ୍ଦ୍ର ନିର୍ବାଚନ ଆୟୋଗ ଏବଂ ଇସିଆଇ ଅଧିକାରୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟର ସମସ୍ତ ଜିଲାର ଜିଲାପାଳଙ୍କ ସହ ନିର୍ବାଚନ ସମ୍ବନ୍ଧୀୟ ଆଲୋଚନା କରିବେ ବୋଲି ଜଣାପଡ଼ିଛି। ରାଜ୍ୟରେ ଇଭିଏମ୍ ଏବଂ ୯ଟି ଜିଲା ପାଇଁ ଭିଭିପାଟ ମଧ୍ୟ ପହଞ୍ଚି ସାରିଛି। ଆସନ୍ତା ଅକ୍ଟୋବର ମାସରେ ସମସ୍ତ ଇଭିଏମ୍ ଓ ଭିଭିପାଟ ଯାଞ୍ଚ ହେବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories