www.samajalive.in
Sunday, December 14, 2025
26.1 C
Bhubaneswar

ଜାତୀୟ କ୍ରୀଡ଼ା ଦିବସ ପାଳିତ

ଫୁଲବାଣୀ: କନ୍ଧମାଳ ଜିଲା ଗୁଟିଙ୍ଗିଆ ଠାରେ ନେହେରୁ ଯୁବ କେନ୍ଦ୍ର ଫୁଲବାଣୀ ଓ ବାନିଶ୍ରୀ ଯୁବକ ସଂଘ ଗୁଟିଙ୍ଗିଆ ତରଫରୁ ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଛି। ଅନୁଷ୍ଠିତ କାର୍ୟ୍ୟକ୍ରମରେ ମୂଖ୍ୟ ଅତିଥି ଭାବରେ ଗୁଟିଙ୍ଗିଆ ଗ୍ରାମ ପଞ୍ଚାୟତର ସମିତି ସଭ୍ୟ ଅର୍ଚ୍ଚନା ଭୋଇ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଗୁଟିଙ୍ଗୀଆ କମଳା ନେହେରୁ ହାଇସ୍କୁଲର ପ୍ରଧାନ ଶିକ୍ଷକ ନିତ୍ୟ ରଞ୍ଜନ ମିଶ୍ର ଯୋଗ ଦେଇଥିଲେ। ଏହି ଦିବସରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସଙ୍ଗୀତ ପ୍ରତିଯୋଗୀତା ହୋଇଥିଲା।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories