www.samajalive.in
Sunday, December 14, 2025
26.1 C
Bhubaneswar

କୀଟନାଶକ ପିଇ ଯୁବକ ଗୁରୁତର

କଲମପୁର: ବନ୍ଧକନା ଠାରେ ଜଣେ ଯୁବକ ମଙ୍ଗଳବାର ରାତିରେ କୀଟନାଶକ ପାଇ ଦେଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କୁ ପରିବାର ଲୋକ ଉଦ୍ଧାର କରି ବିଳମ୍ବିତ ରାତିରେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ଗୁରୁତର ଥିବାରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories