www.samajalive.in
Friday, December 12, 2025
15.1 C
Bhubaneswar

ବ୍ୟବସାୟୀଙ୍କଠାରୁ ଅନ୍‌ଲାଇନରେ ୪ ଲକ୍ଷ ଠକେଇ ମାମଲା : ବିହାରରୁ ୩ ଠକ ଗିରଫ

କୋରାପୁଟ: କୋରାପୁଟ ସହରର ଜଣେ ବ୍ୟବସାୟୀଙ୍କଠାରୁ ଅନଲାଇନରେ ୪ ଲକ୍ଷ ଟଙ୍କା ଠକି ନେଇଥିବା ଅଭିଯୋଗରେ ୩ ଜଣ ବିହାରୀ ଯୁବକଙ୍କୁ ଗିରଫ କରାଯାଇଥିବା ଜଣାପଡ଼ିଛି। ସେମାନଙ୍କଠାରୁ ନଗଦ ଦେଢ ଲକ୍ଷ ଟଙ୍କା, ୧୪ଟି ମୋବାଇଲ୍ ଫୋନ୍, ଗୋଟିଏ ଲାପଟପ୍, ୩ଟି ପାସବୁକ୍ ଓ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରାଯାଇଛି। ଏକ ନିର୍ଦ୍ଦିଷ୍ଟ ବ୍ୟବସାୟ କରିବା ପାଇଁ ବ୍ୟବସାୟୀଙ୍କୁ ଅନଲାଇନରେ ଲୋଭନୀୟ ଅଫର ଦେଇଥିଲେ। କମ୍ ଟଙ୍କା ବିନିଯୋଗ କରି ଅଧିକ ଲାଭ ପାଇବା ଆଶାରେ ସେ ବ୍ୟବସାୟ ପାଇଁ ଆଗ୍ରହ ଥିବା କହିଥିଲେ। ଏହା ପରେ ଜଣେ ବ୍ୟକ୍ତି ତାଙ୍କୁ ଯୋଗାଯୋଗ କରି ୪ ଲକ୍ଷ ଟଙ୍କା ଦେବାକୁ କହିଥିଲେ । ଏହି ସମସ୍ତ ଟଙ୍କା ସେ ଅନ୍‌ଲାଇନରେ ଦେଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories