www.samajalive.in
Monday, December 8, 2025
17.1 C
Bhubaneswar

ନବଜାତ ଶିଶୁ କନ୍ୟାର ମୃତ ଦେହ ଉଦ୍ଧାର

ହରଭଙ୍ଗା : ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ରତନପୁର ଗ୍ରାମର ଏକ ବିଲରୁ ବୁଧବାର ସକାଳେ ପୁରୁଣା କଟକ ପୁଲିସ ନବ ଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର କରିଛି । ସୂଚନା ଅନୁଯାୟୀ ଆଜି ସକାଳୁ ବିଲକୁ ଧାନ ତଳି ଲଗାଇବା ପାଇଁ ଯାଉଥିବା ସମୟରେ ଏକ ଶିଶୁ କନ୍ୟାର ମୃତ ଦେହ ବିଲରେ ପଡ଼ିଥିବା କିଛି ମହିଳା ଦେଖିବାକୁ ପାଇଥିଲେ। ଶିଶୁ କନ୍ୟାର ମୃତ ଦେହ ଦେଖି ମହିଳାମାନେ ଗ୍ରାମରେ ଏ ନେଇ ଜଣାଇଥିଲେ। ଏ ସମ୍ପର୍କରେ ପୁରୁଣାକଟକ ପୁଲିସ ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । କିଏ ଓ କେଉଁ ଉଦେଶ୍ୟରେ ଶିଶୁ କନ୍ୟାକୁ ବିଲରେ ଫିଙ୍ଗିଲା ଏହା ଉପରେ ପୁଲିସ ତଦନ୍ତ କରୁଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories