www.samajalive.in
Friday, December 12, 2025
16.1 C
Bhubaneswar

ରାକ୍ଷୀପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ :  ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା । ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ଏହି ପବିତ୍ର ରାକ୍ଷୀ ପୂର୍ଣ୍ଣିମାରେ ସମସ୍ତ ଦେଶବାସୀଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା। ଏହି ପର୍ବ ହେଉଛି ଭାଇ-ଭଉଣୀଙ୍କ ଅତୁଟ ପ୍ରେମର ପ୍ରତୀକ। ଏହାକୁ ବେଶ୍ ଉତ୍ସାହର ସହ ପାଳନ କରାଯାଏ। ତେବେ ଆସନ୍ତୁ ଏହି ଶୁଭ ଅବସରରେ ଦେଶର ମହିଳାଙ୍କ ପାଇଁ ଅଧିକ ସୁରକ୍ଷିତ ଓ ସମାନତାପୂର୍ଣ୍ଣ ବାତାବରଣ ସୃଷ୍ଟି କରିବାକୁ ସଂକଳ୍ପ ନେବା ବୋଲି ରାଷ୍ଟ୍ରପତି ଆହ୍ୱାନ ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories