www.samajalive.in
Sunday, December 14, 2025
18.1 C
Bhubaneswar

ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରକ୍ଷାବନ୍ଧନ ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏକ ବାର୍ତ୍ତାରେ ଶ୍ରୀ ମୋଦୀ କହିଛନ୍ତି ରକ୍ଷାବନ୍ଧନ ପର୍ବ ଭାଇ ଓ ଭଉଣୀ ମଧ୍ୟରେ ବିଶ୍ୱାସ ଓ ପ୍ରେମର ପ୍ରତୀକ ବହନ କରୁଛି। ଏଥିରେ ଭାରତୀୟ ସଂସ୍କୃତିର ପ୍ରତିଫଳନ ହୋଇଥାଏ। ରକ୍ଷାବନ୍ଧନ ପର୍ବ ଲୋକମାନଙ୍କ ଜୀବନରେ ପ୍ରେମ ଓ ସଦ୍‌‌ଭାବନା ଆଣିଦେବ ବୋଲି ପ୍ରଧାନମନ୍ତ୍ରୀ କାମନା କରିଛନ୍ତି। ସ୍କୁଲ୍‌‌ ଛାତ୍ରୀମାନେ ଆଜି ପ୍ରଧାନମନ୍ତ୍ରୀଙ୍କ ହାତରେ ରାକ୍ଷୀ ବାନ୍ଧିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories