www.samajalive.in
Sunday, December 14, 2025
14.1 C
Bhubaneswar

ବରିଷ୍ଠ ନାଗରିକଙ୍କୁ ପରିଚୟ ପତ୍ର ପ୍ରଦାନ

ସମ୍ବଲପୁର: ସମ୍ବଲପୁରର ଅଇଁଠାପାଲି ଥାନା ପକ୍ଷରୁ ବରିଷ୍ଠ ନାଗରିକ ମାନଙ୍କ ନେଇ ଆମ ପୁଲିସ ବୈଠକ ବୁଧବାର ଆୟୋଜିତ ହୋଇଯାଇଛି। ସ୍ଥାନୀୟ ଏକ ହୋଟେଲରେ ଆୟୋଜିତ ଏହି ବୈଠକରେ ବରିଷ୍ଠ ନାଗରିକ ମାନେ ବହୁ ସଂଖ୍ୟାରେ ଯୋଗ ଦେଇଥିଲେ। ଅଇଁଠାପାଲି ଥାନାଧିକାରୀ ସନୟ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ବରିଷ୍ଠ ନାଗରିକ ମାନେ ସେମାନେ ରହୁଥିବା ଅଞ୍ଚଳ ଗୁଡିକରେ ରହିଥିବା ଆଇନ ଶୃଙ୍ଖଳା ବ୍ୟବସ୍ଥା ସହିତ ନିଶା କାରବାର, ଚୋରି ଆଦି ଉପରେ ସ୍ୱତନ୍ତ୍ର ଦୃଷ୍ଟି ଆକର୍ଷଣ କରିଥିଲେ। ବୈଠକରେ ଅଇଁଠାପାଲି ପୁଲିସ ଥାନା ପକ୍ଷରୁ ଅଞ୍ଚଳର ୨୬ ଜଣଙ୍କୁ ବରିଷ୍ଠ ନାଗରିକ ପରିଚୟ ପତ୍ର କାର୍ଡ ପ୍ରଦାନ କରାଯାଇଥିଲା।

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories