www.samajalive.in
Monday, December 15, 2025
16.1 C
Bhubaneswar

ମଇଁଷି ଚରାଳିଙ୍କୁ ଟାଣିନେଲା କୁମ୍ଭୀର

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅନ୍ତର୍ଗତ ରାଜପୁର ଗାଁର ଜଣେ ମଇଁଷି ଚରାଳିଙ୍କୁ କୁମ୍ଭୀର ଟାଣିନେଇଥିବା ସୂଚନା ମିଳିଛି। ମଇଁଷି ଚରାଳି ଜଣଙ୍କ ନାମ ଭାସ୍କର ରାଉତ(୫୦)। ସୂଚନା ଅନୁସାରେ, ଆଜି ସକାଳେ ଭାସ୍କର ମଇଁଷି ଗୁଡ଼ିକୁ ଛାଡ଼ି ବ୍ରାହ୍ମଣୀ ନଦୀ ନିକଟରେ ଠିଆ ହୋଇଥିବା ସମୟରେ ଏକ କୁମ୍ଭୀର ଆସି ଭାସ୍କରଙ୍କୁ ଟାଣି ନେଇଥିଲା। ଏନେଇ ସ୍ଥାନୀୟ ଲୋକେ ବନ ବିଭାଗ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଏବଂ ବନ ବିଭାଗ ପହଞ୍ଚି ଭାସ୍କରଙ୍କୁ ଖୋଜାଖୋଜି କରୁଛନ୍ତି।

Hot this week

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

Related Articles

Popular Categories