୧୮ରୁ ସଂସଦର ସ୍ବତନ୍ତ୍ର ଅଧିବେଶନ
ଡେସ୍କ : ସଂସଦର ସ୍ବତନ୍ତ୍ର ଅଧିବେଶନ ସେପ୍ଟେମ୍ବର ୧୮ ତାରିଖରୁ ବସିବ । ସେପ୍ଟେମ୍ବର ୧୮ରୁ ୨୨ ଯାଏଁ ସଂସଦର ଏହି ବିଶେଷ ଅଧିବେଶନ ଚାଲିବ ବୋଲି ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଳାଦ ଯୋଶୀ । ସେପ୍ଟେମ୍ବର ୧୮ ରୁ ୫ ଦିନ ଧରି ଉଭୟ ଗୃହର ଅଧିବେଶନ ବସିବ ବୋଲି ଜଣାପଡିଛି ।
ଅମୃତକାଳରେ ସଂସଦର ଏହି ସ୍ବତନ୍ତ୍ର ଅଧିବେଶନରେ ଅନେକ ଗୁରୁତ୍ବପୁର୍ଣ୍ଣ ବିଷୟରେ ଆଲୋଚନା ହେବ ବୋଲି ଶ୍ରୀ ଯୋଶୀ କହିଛନ୍ତି।
Special Session of Parliament (13th Session of 17th Lok Sabha and 261st Session of Rajya Sabha) is being called from 18th to 22nd September having 5 sittings. Amid Amrit Kaal looking forward to have fruitful discussions and debate in Parliament.
ಸಂಸತ್ತಿನ ವಿಶೇಷ ಅಧಿವೇಶನವನ್ನು… pic.twitter.com/k5J2PA1wv2
— Pralhad Joshi (@JoshiPralhad) August 31, 2023
Comments are closed.