www.samajalive.in
Tuesday, December 9, 2025
17.1 C
Bhubaneswar

ମଧ୍ୟାହ୍ନ ଗୋଟାଏ ସୁଦ୍ଧା ମୁଖ୍ୟ ଖବର

-ବିଜେଡ଼ିରୁ ବିଦାହେଲେ ଦିଗପହଣ୍ଡି ଜିଲା ପରିଷଦ ସଦସ୍ୟ ବିପିନ୍‌ ଚନ୍ଦ୍ର ପ୍ରଧାନ : ଦଳ ବିରୋଧୀ କାମ ପାଇଁ ବହିଷ୍କୃତ ହୋଇଥିବା ସୂଚନା ଦେଲେ ବିଜେଡ଼ି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ….

-କଟକରେ ମର୍ମନ୍ତୁଦ ଦୁର୍ଘଟଣା : ଅଟୋ-ଟ୍ରକ୍‌ ମୁହାଁମୁହିଁ, ଜଣେ ମୃତ….

- Advertisement -

– କେନ୍ଦ୍ରମନ୍ତ୍ରୀ କୌଶଲ କିଶୋରଙ୍କ ଘରେ ହତ୍ୟାକାଣ୍ଡ : ଗୁଳିମାଡ଼ରେ କେନ୍ଦ୍ରମନ୍ତ୍ରୀଙ୍କ ପୁଅର ସାଙ୍ଗ ବିନୟ ଶ୍ରୀବାସ୍ତବଙ୍କ ମୃତ୍ୟୁ…..

– ଆଜି ଉପକୂଳ ଓଡିଶାରେ ହୋଇପାରେ ବର୍ଷା : ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ଥିବାବେଳେ ୩ ତାରିଖରେ ରାଜ୍ୟରେ ବିସ୍ତୁତି ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…

-ଅନୁଗୁଳକୁ କେନ୍ଦ୍ର ଅବହେଳା ବିରୋଧରେ ବିଜେଡିର ୫୫ ନମ୍ବର ଜାତୀୟ ରାଜପଥ ଅବରୋଧ……

-ଶ୍ରୀମନ୍ଦିରରେ ପୁଣି ଆରମ୍ଭ ହେବ ପରିମାଣିକ ଟିକେଟ୍ ଦର୍ଶନ। ଏଥିପାଇଁ ଏସଓପି ପ୍ରସ୍ତୁତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅର୍ଥ ସବ୍ କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି…..

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories