www.samajalive.in
Sunday, December 14, 2025
19.1 C
Bhubaneswar

ଦାୟିତ୍ୱ ଗ୍ରହଣ କଲେ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳପତି

ସାକ୍ଷୀଗୋପାଳ: ସତ୍ୟବାଦୀରେ ପ୍ରତିଷ୍ଠିତ ଓଡ଼ିଆ ବିଶ୍ୱବିଦ୍ୟାଳୟ ଅସ୍ଥାୟୀ କାର୍ଯ୍ୟାଳୟ ସାକ୍ଷୀଗୋପାଳ ମନ୍ଦିର ପାନ୍ଥଶାଳା ପରିସରରେ ଖୋଲିଅଛି। ଓଡ଼ିଆ ବିଶ୍ୱବିଦ୍ୟାଳୟର କୁଳପତି ସବିତା ପ୍ରଧାନ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି।ବିଶ୍ୱବିଦ୍ୟାଳୟର ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀ ମାନେ କୁଳପତି ଶ୍ରୀମତୀ ପ୍ରଧାନଙ୍କୁ ଫୁଲତୋଡ଼ା ପ୍ରଦାନ କରି ସ୍ୱାଗତ କରିଥିଲେ। କୁଳପତି ଶ୍ରୀମତୀ ପ୍ରଧାନ କାର୍ଯ୍ୟାଳୟ, ଶ୍ରେଣୀ ଗୃହ ଓ ପରିମଳ ବ୍ୟବସ୍ଥାର ଅନୁଧ୍ୟାନ କରିଥିଲେ। ଏଥି ସହିତ ସହକାରୀ ପ୍ରଫେସର ଭାବେ ଡକ୍ଟର ଅନନ୍ତ କିଶୋର ଜେନା, ନାରାୟଣ ପ୍ରସାଦ ବେହେରା, ଡକ୍ଟର ସନ୍ତୋଷ କୁମାର ନାୟକ, ଡକ୍ଟର ଲିପିକା ନାୟକ, ଡକ୍ଟର ସଞ୍ଜୟ କୁମାର ହାତୀ, ଡକ୍ଟର ଶ୍ୟାମ ଭୋଇ, ଡକ୍ଟର ରାଧାଗୋବିନ୍ଦ କୁଳିଆ, ଡକ୍ଟର ପ୍ରଦ୍ୟୁମ୍ନ କୁମାର ମିଶ୍ର, ରିଡର ଭାବେ ଡକ୍ଟର କନକଲତା ହାତୀ, ଡକ୍ଟର ଶର୍ମିଷ୍ଠା ମହାପାତ୍ର, ଓ ଡକ୍ଟର ହରପ୍ରିୟା ମହାନ୍ତି ଓ ଡକ୍ଟର ଅରବିନ୍ଦ ଦାସ ଅଧ୍ୟାପକ ଭାବେ ଆଜିଠାରୁ କାର୍ଯ୍ୟରେ ଯୋଗ ଦେଇଛନ୍ତିl

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories