www.samajalive.in
Sunday, December 7, 2025
23.1 C
Bhubaneswar

ଯୁବକଙ୍କ ମୃତଦେହ ଉଦ୍ଧାର

ନରସିଂହପୁର : ରାସ୍ତାକଡରୁ ଯୁବକଙ୍କ କ୍ଷତାକ୍ତ ମୃତଦେହ ଉଦ୍ଧାର ହୋଇଛି। ବଡମ୍ବା ମାଣିଆବନ୍ଧ ଥାନା ତାଳମୁଣ୍ଡଳି-ଯୋଡୁମୁ ରାସ୍ତାକଡରୁ ଉଦ୍ଧାର ହୋଇଛି। ମୃତ ଯୁବକ ଜଣଙ୍କ ଯୋଡୁମୁ ଅଞ୍ଚଳର ବୋଲି ଜଣାପଡିଛି। କେହି ତାଙ୍କୁ ହତ୍ୟା କରି ରାସ୍ତା କଡରେ ଫିଙ୍ଗି ଦେଇଥିବା ନେଇ ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories