www.samajalive.in
Sunday, December 7, 2025
14.1 C
Bhubaneswar

ଇତିହାସ ରଚିଲା ଇସ୍ରୋ ; ଉତକ୍ଷେପଣ ହେଲା ‘ଆଦିତ୍ୟ ଏଲ୧’

ନୂଆଦିଲ୍ଲୀ: ଇତିହାସ ରଚିଲା ଇସ୍ରୋ। ଦେଶର ପ୍ରଥମ ସୂର୍ଯ୍ୟ ଅଭିଯାନ ଶନିବାର ପୂର୍ବାହ୍ନ ୧୧ଟା ୫୦ରେ ଶ୍ରୀହରିକୋଟା ସ୍ପେସ ସେଣ୍ଟରରୁ ଉତକ୍ଷେପଣ ହେଲା ‘ଆଦିତ୍ୟ ଏଲ୧’। ପିଏସଏଲଭି-ସି୫୭ରେ ‘ଆଦିତ୍ୟ ଏଲ୧’ର ଉତ୍‌‌କ୍ଷେପଣ କରାଯାଇଛି। ‘ଆଦିତ୍ୟ ଏଲ୧’କୁ ଲକ୍ଷ୍ୟସ୍ଥଳରେ ପହଞ୍ଚିବାକୁ ୪ ମାସ ସମୟ ଲାଗିବ। ୧୫ ଲକ୍ଷ କିମି ଅତିକ୍ରମ କରିବାକୁ ୪ ମାସ ସମୟ ଲାଗିବ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories