www.samajalive.in
Sunday, December 14, 2025
19.1 C
Bhubaneswar

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ପରଲୋକ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ପରଲୋକ ହୋଇଯାଇଛି । ଦିଗପହଣ୍ଡିର ବର୍ତ୍ତମାନ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ଆଉ ନାହାନ୍ତି । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ସେ ଗଞ୍ଜାମ ଜିଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ । ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବୟସରେ ପରଲୋକ ହୋଇଛି । ‘ସୂର୍ଯ୍ୟ ପାତ୍ର’ ଓ ‘ଆନ୍ନା’ ଭାବେ ଜଣାଶୁଣା ସୂର୍ଯ୍ୟନାରାୟଣ ପାତ୍ର ରାଜ୍ୟରେ ମନ୍ତ୍ରୀ, ବାଚସ୍ପତି ଏବଂ ବିଜେଡି ଦଳର ବିଭିନ୍ନ ପଦପଦବୀରେ ରହି ସଫଳତାର ସହ କାର୍ଯ୍ୟ କରି ପ୍ରଶଂସିତ ହୋଇଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories