www.samajalive.in
Sunday, December 14, 2025
17.1 C
Bhubaneswar

ଜି୨୦ ସମ୍ମିଳନୀ – ୪୦ ଟ୍ରେନ ବାତିଲ କଲା ରେଳ ବିଭାଗ

ଡେସ୍କ: ଦିଲ୍ଲୀରେ ହେବାକୁ ଥିବା ଜି୨୦ ସମ୍ମିଳନୀ ପାଇଁ ଉତ୍ତର ରେଳବାଇ ପକ୍ଷରୁ ୪୦ଟି ମେଲ ଓ ଏକ୍ସପ୍ରେସ ଟ୍ରେନ ବାତିଲ କରାଯାଇଛି। ଚଳିତ ମାସ ୯ ଓ ୧୦ ତାରିଖ ଦୁଇ ଦିନ ପାଇଁ ଏହି ଟ୍ରେନ ଗୁଡିକର ଚଳାଚଳ ବନ୍ଦ ରହିବ।

ଜି୨୦ ସମ୍ମିଳନୀ ଦୃଷ୍ଟିରୁ ସୁରକ୍ଷା ନିମତେ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଉତ୍ତର ରେଳବାଇ ଟ୍ୱିଟ କରିଛି ଯେ ଦିଲ୍ଲୀକୁ ବହୁ ଦେଶର ତୁଙ୍ଗ ନେତା ଆସୁଥିବାରୁ ସେମାନଙ୍କ ସୁରକ୍ଷା ଲାଗି ଓ ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ବିଷୟକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏଠି ସହିତ ୬୪ଟି ଟ୍ରେନର ଗତିପଥରେ ମଧ୍ୟ ପରିବର୍ତ୍ତନ କରାଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories