www.samajalive.in
Sunday, December 14, 2025
26.1 C
Bhubaneswar

ଆସନ୍ତାକାଲି ୫ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ଦୀର୍ଘ ୫ଘଣ୍ଟା ଧରି ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦର୍ଶନରୁ ବଞ୍ଚିତ ରହିବେ ଭକ୍ତ। ସୋମବାର ଭାଦ୍ରବ-କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୩ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories