www.samajalive.in
Sunday, December 14, 2025
26.1 C
Bhubaneswar

ସୁକିନ୍ଦା ରାଜନୀତି : ପୁଣି ଦଳ ଛାଡି ବିଜେଡିରେ ମିଶିଲେ ବିଜେପି କର୍ମୀ

ଯାଜପୁର : ପୁଣି ସୁକିନ୍ଦା ନିର୍ବାଚନ ମଣ୍ଡଳୀ ବିଜେପି କର୍ମୀ ଦଳ ଛାଡି ବିଜେଡିରେ ସାମିଲ ହୋଇଛନ୍ତି । ରବିବାର ଦାନଗଦୀ ବ୍ଲକ ଓଲ୍ଲଳ ପଞ୍ଚାୟତର ବିଜେପି ଯୁବ ସଂଗଠକମାନେ ବିଜେଡିରେ ଯୋଗ ଦେଇଛନ୍ତି । ଦଳୀୟ ଉତ୍ତରୀୟ ଦେଇ ଏହି କର୍ମୀ ମାନଙ୍କୁ ଦଳକୁ ସ୍ୱାଗତ କରିଛନ୍ତି ସୁକିନ୍ଦା ବିଧାୟକ ତଥା ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଇଂ ପ୍ରୀତିରଞ୍ଜନ ଘଡାଇ। ଏହି ନିର୍ବାଚନ ମଣ୍ଡଳୀରେ ବିଭିନ୍ନ ସମୟରେ ବିଜେପିର କର୍ମୀ ବିଧାୟକଙ୍କ କାର୍ଯ୍ୟଧାରାରେ ଆକୃଷ୍ଟ ହୋଇ ବିଜେଡିରେ ସାମିଲ ହେଉଛନ୍ତି। ଫଳରେ ବିଜେପି ବେଶ ଦୁର୍ବଳ ହେବାରେ ଲାଗିଛି । ଯାହା ନିର୍ବାଚନ ମଣ୍ଡଳୀର ନେତାଙ୍କ ଚିନ୍ତା ବଢ଼ାଇ ଦେଇଛି। ଆଜିର ଏହି କାର୍ଯ୍ୟକ୍ରମରେ ବିଧାୟକଙ୍କ ଦାନଗଦି ବ୍ଲକ ପ୍ରତିନିଧି ପ୍ରଦୀପ ମହାନ୍ତି ଉପସ୍ଥିତ ଥିଲେ।

Hot this week

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

Related Articles

Popular Categories