www.samajalive.in
Saturday, December 13, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭୁବନେଶ୍ୱର – ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଆକାଶରୁ ଫେରିଲା ବିମାନ..

ବାଲେଶ୍ୱର : ଏଫଏମ ମେଡିକାଲ କଲେଜରେ ଏସି ସର୍ଟ ସର୍କିଟରୁ ନିଆଁ..

- Advertisement -

ମେଡିସିନ ୱାର୍ଡର କର୍ମଚାରୀ ବସୁଥିବା ପ୍ରଥମ ମହଲାର ଏକ ଏସି ରୁମ୍‌‌ରେ ନିଆଁ..

ଅଗ୍ନିଶମ କର୍ମଚାରୀ ପହଞ୍ଚିବା ପୂର୍ବରୁ ନିଆଁକୁ ଆୟତ୍ତ କଲେ କର୍ମଚାରୀ..

କାହାର କୌଣସି କ୍ଷତି ହୋଇ ନାହିଁ..

ଭଦ୍ରକ : ଷ୍ଟେସନ ପାଖ ଏକ ଲଜ୍‌‌ରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ..

ଉଦ୍ଧାର ପରେ ଭଦ୍ରକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ..

ଆନୁଷ୍ଠାନିକ ଭାବେ କଂଗ୍ରେସରେ ମିଶିଲେ ହକି ତାରକା ପ୍ରବୋଧ ତିର୍କୀ..

ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ..

ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories