www.samajalive.in
Saturday, December 13, 2025
26.1 C
Bhubaneswar

୨୪ ଘଣ୍ଟାରେ ଲଘୁଚାପ ; ପ୍ରବଳ ବର୍ଷିବ!

ଭୁବନେଶ୍ୱର : ଉତ୍ତର-ପୂର୍ବ ବଙ୍ଗୋପସାଗର ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ବାୟୁମଣ୍ଡଳରେ ୭.୬ କିମି ପର୍ଯ୍ୟନ୍ତ ଘୂର୍ଣ୍ଣିବଳୟ ବ୍ୟାପିଛି। ପ୍ରଭାବରେ ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ଏନେଇ ଆଜି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାର ପ୍ରଭାବରେ ଗତ ଦୁଇ ଦିନ ଧରି ବର୍ଷା ଲାଗି ରହିବାକୁ ଥିବା ବେଳେ ଆଜି ମଧ୍ୟ ରାଜ୍ୟର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୭ ତାରିଖ ଯାଏଁ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ବଜ୍ରପାତର ମଧ୍ୟ ସମ୍ଭାବନା ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories