www.samajalive.in
Sunday, December 14, 2025
23.1 C
Bhubaneswar

୬ ମାସରେ ୬ କିସ୍ତିରେ ଜାଗା ମିଶନ ଟଙ୍କା – ବିଏମସି

ଭୁବନେଶ୍ୱର : ଜାଗା ମିଶନ ନେଇ ଆଜି ଏକ ବଡ ଘୋଷଣା ହୋଇଛି। ୬ ମାସରେ ୬ କିସ୍ତିରେ ଦେବାକୁ ପଡିବ ପ୍ରିମିୟମ। ଏନେଇ ଆଜି ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ବିଏମସି କାର୍ଯ୍ୟାଳୟରେ ହିତାଧିକାରୀଙ୍କ ଭିଡ ପରେ କମିଶନର ଏହି ସୂଚନା ଦେଇଛନ୍ତି। ଡିମାଣ୍ଡ ନୋଟିସର ୩ ଦିନ ମଧ୍ୟରେ ବିଏମସି ଅଫିସ ଆସିବେ। ‘୩୨୩ ବର୍ଗଫୁଟ ପାଇଁ ଦେୟ ପଡିବନି। ଅଧିକ ହେଲେ ପ୍ରିମିୟମ। କେହି ଅଧିକ ପ୍ରିମିୟମର ଅଭିଯୋଗ ଆଣିଲେ ତଦନ୍ତ ହେବ। ବିଏମସି ପକ୍ଷରୁ ସର୍ଭେ କରି ଅଭିଯୋଗର ତଦନ୍ତ କରାଯିବ ବୋଲି କମିଶନର କହିଛନ୍ତି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories