www.samajalive.in
Sunday, December 14, 2025
17.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜନୈକ ବ୍ୟକ୍ତିଙ୍କ ଆତ୍ମାହୁତି ଉଦ୍ୟମ.. ଦେହରେ ପେଟ୍ରୋଲ ଢ଼ାଳିବାକୁ ଉଦ୍ୟମବେଳେ କାବୁକଲା ପୁଲିସ..

ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି.. ଜଟଣୀ ଖାସମାହଲ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି.. ୫ଟି ସଚିବଙ୍କ ଜିଲା ଗସ୍ତ ପରବର୍ତ୍ତୀ ଉଚ୍ଚସ୍ତରୀୟ ସମୀକ୍ଷା ଆରମ୍ଭ.. ଡିସେମ୍ବରରୁ ପଟ୍ଟା ବଣ୍ଟନ.. ଭୁବନେଶ୍ୱର ପତିତ ଜମିର ସତ୍ତ୍ୱ ରାଜସ୍ୱ ବିଭାଗ ଟାସ୍କ ଫୋର୍ସର ଏସଓପି ଭିତ୍ତିରେ ନିର୍ଦ୍ଧାରିତ ହେବ..

- Advertisement -

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଆଲର୍ଟ.. କେନ୍ଦୁଝର, ମୟୁରଭଞ୍ଜ, ଦେବଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ.. ଅନ୍ୟ ୧୫ ଜିଲାରେ ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି..

କଟକ ବୋର୍ଡ଼ ଅଫିସ୍‌ ଘେରିଲେ ଶହ ଶହ ଓଟିଇଟି ପରୀକ୍ଷାର୍ଥୀ.. ପ୍ରଶ୍ନପତ୍ର ତ୍ରୁଟି ଓ ରେଜଲ୍ଟ ପ୍ରକାଶନରେ ଅସନ୍ତୁଷ୍ଟ ହୋଇ କଲେ ବିକ୍ଷୋଭ..

ଜାଗା ମିଶନ ନେଇ ବଡ ଘୋଷଣା.. ୬ ମାସରେ ୬ କିସ୍ତିରେ ଦେବାକୁ ପଡିବ ପ୍ରିମିୟମ.. ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ସୂଚନା..

ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ୫ ଘଣ୍ଟା ଦର୍ଶନ ବନ୍ଦ.. ଅପରାହ୍ଣ ୩ଟାରୁ ରାତ୍ର ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ..

ରାଜଧାନୀରେ ପୁଲିସକୁ ବଡ ସଫଳତା.. ଧରାପଡିଲେ ୪ ଆନ୍ତଃ ଜିଲା ଛିନତାଇ ଗ୍ୟାଙ୍ଗ..

ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଆକାଶରୁ ଫେରିଲା ବିମାନ.. ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନ  ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି..

ବାଲେଶ୍ୱର ଏଫଏମ ମେଡିକାଲ କଲେଜରେ ଏସି ସର୍ଟ ସର୍କିଟରୁ ନିଆଁ.. ମେଡିସିନ ୱାର୍ଡର କର୍ମଚାରୀ ବସୁଥିବା ପ୍ରଥମ ମହଲାର ଏକ ଏସି ରୁମ୍‌‌ରେ ନିଆଁ.. ଅଗ୍ନିଶମ କର୍ମଚାରୀ ପହଞ୍ଚିବା ପୂର୍ବରୁ ନିଆଁକୁ ଆୟତ୍ତ କଲେ କର୍ମଚାରୀ..

ଭଦ୍ରକ ରେଳ ଷ୍ଟେସନ ପାଖ ଏକ ଲଜ୍‌‌ରେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ.. ଉଦ୍ଧାର ପରେ ଭଦ୍ରକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ..

ଆନୁଷ୍ଠାନିକ ଭାବେ କଂଗ୍ରେସରେ ମିଶିଲେ ହକି ତାରକା ପ୍ରବୋଧ ତିର୍କୀ.. ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ..

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories