www.samajalive.in
Monday, December 15, 2025
16.1 C
Bhubaneswar

ଆଜି ଗୁରୁଦିବସ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଡେସ୍କ: ଆଜି ଗୁରୁଦିବସ ପାଳନ କରାଯାଉଛି। ଭାରତର ଦ୍ୱିତୀୟ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌‌ଙ୍କ ଜନ୍ମ ଦିବସକୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଡକ୍ଟର ରାଧାକ୍ରିଷ୍ଣନ୍‌‌ ୧୮୮୮ ମସିହା ସେପ୍ଟେମ୍ବର ୫ରେ ଜନ୍ମଗ୍ରହଣ କରିଥିଲେ। ସେ ୧୯୬୨ରୁ ୧୯୬୭ ପର୍ଯ୍ୟନ୍ତ ଦେଶର ଦ୍ୱିତୀୟ ରାଷ୍ଟ୍ରପତି ଭାବେ ଦାୟିତ୍ୱ ନିର୍ବାହ କରିଥିଲେ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁଦିବସ ଅବସରରେ ଶିକ୍ଷକ ସମାଜକୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ଏହି ଦିବସ ଶିକ୍ଷକମାନଙ୍କ ବୃତ୍ତି ଏବଂ ସେମାନଙ୍କ ସେବାକୁ ସମ୍ମାନ ଜଣାଇବାର ଦିନ। ସେ କହିଛନ୍ତି, ଆଧୁନିକ ଜ୍ଞାନକୌଶଳ ଯୁଗରେ ଶିକ୍ଷକମାନଙ୍କ ଭୂମିକାରେ ପରିବର୍ତ୍ତନ ଘଟିଛି। ଭାରତକୁ ଜ୍ଞାନକୁମ୍ଭରେ ପରିଣତ କରିବା କ୍ଷେତ୍ରରେ ଶିକ୍ଷକମାନଙ୍କ ଭୂମିକାକୁ ରାଷ୍ଟ୍ରତି ପ୍ରଶଂସା କରିଛନ୍ତି। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ ସ୍ୱତନ୍ତ୍ର ଉତ୍ସବରେ ୭୫ ଜଣ ଶିକ୍ଷକଙ୍କୁ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ କରିବେ।

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories