www.samajalive.in
Sunday, December 14, 2025
26.1 C
Bhubaneswar

ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣାରେ ଜାତୀୟ ମାନବାଧିକାର କମିଶନ୍‌ଙ୍କ ରିପୋର୍ଟ ତଲବ

ଡେସ୍କ: ରାଜସ୍ଥାନର ପ୍ରତାପଗଡ଼଼ ଜିଲ୍ଲାରେ ଜଣେ ଗର୍ଭବତୀ ମହିଳାଙ୍କୁ ମାଡ଼ ମାରିବା ଏବଂ ଉଲଗ୍ନ କରି ବୁଲାଇବା ଘଟଣାରେ ଜାତୀୟ ମାନବାଧିକାର କମିଶନ୍‌‌ ରାଜସ୍ଥାନ ସରକାରଙ୍କୁ ନୋଟିସ୍‌‌ ଜାରି କରିଛନ୍ତି। ଏହି ଘଟଣାରେ ଆସନ୍ତା ୪ ସପ୍ତାହ ମଧ୍ୟରେ ସମ୍ପୂର୍ଣ୍ଣ ବିବରଣୀ ଦେବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏହି ରିପୋର୍ଟ ସହିତ ଏତଲା ପଞ୍ଜିକରଣ, ପୁଲିସ୍‌‌ ପଦକ୍ଷେପ ଓ ଗରିଫ୍‌‌ଦାରି ସମ୍ପର୍କରେ ମଧ୍ୟ ରିପୋର୍ଟ ଦେବାକୁ କୁହାଯାଇଛି। ସମ୍ପୃକ୍ତ ମହିଳାଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ସହାୟତା ସମ୍ପର୍କରେ ମଧ୍ୟ ଜାତୀୟ ମାନବାଧିକାର କମିଶନ୍‌‌ ତଥ୍ୟ ମାଗିଛନ୍ତି। ଏହି ଘଟଣାରେ କମିଶନ୍‌‌ ନିଜ ଆଡ଼ୁ ରିପୋର୍ଟ ତଲବ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories