www.samajalive.in
Wednesday, December 10, 2025
26.1 C
Bhubaneswar

ବାଲୁଙ୍କେଶ୍ଵର ୟୁଥ କ୍ଲବ ପକ୍ଷରୁ ଫୁଟୁବଲ ଟୁର୍ଣ୍ଣାମେଣ୍ଟ

ଖୁଣ୍ଟା : ଖିରିପଦା ଖେଳପଡ଼ିଆରେ ସ୍ଥାନୀୟ ବାଲୁଙ୍କେଶ୍ୱର ୟୁଥ କ୍ଲବ ପକ୍ଷରୁ ୨୯ତମ ଏକଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଫାଇନାଲ ମ୍ୟାଚରେ ଏସଏସବି କଟକ ଦଳ ବାଲେଶ୍ଵର ଏଫସି ନଗ୍ରାମ ଦଳକୁ ଟାଇବ୍ରେକରରେ ୪-୨ ଗୋଲ ବ୍ୟବଧାନରେ ପରାସ୍ତ କରି ଚମ୍ପିୟାନ ହୋଇଛି। ପୁରସ୍କାର ବିତରଣୀ ସଭାରେ ମୟୁରଭଞ୍ଜ ସ୍ୱତନ୍ତ୍ର ଆଦିବାସୀ ଉନ୍ନୟନ ପରିଷଦର ଅଧ୍ୟକ୍ଷ ଡାକ୍ତର ଦେବାଶିଷ ମାରାଣ୍ଡି ମୁଖ୍ୟଅତିଥି ଭାବେ ଯୋଗ ଦେଇଥିବାବଳେ ପୂର୍ବତନ ବିଧାୟକ ଶ୍ରୀନାଥ ସୋରେନ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ । ଏସୋସିଏଟ ପ୍ରଫେସର ଡାକ୍ତର ମନରଞ୍ଜନ ମଲ୍ଲିକ ସଭାପତିତ୍ୱ କରିଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories