www.samajalive.in
Monday, December 8, 2025
24.1 C
Bhubaneswar

ବିଲ ଭିତରକୁ ଖସିଲା ଯାତ୍ରୀବାହୀ ବସ୍‌‌

ବାରିପଦା : ବିଲ ଭିତରକୁ ଏକ ଯାତ୍ରୀବାହୀ ବସ୍‌‌ ଖସିଯାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଛନ୍ତି। ଏନ୍‌‌ଏଚ୍‌‌ -୧୮ର ରାଗଦା ଛକରେ ଭାରସାମ୍ୟ ହରାଇ ରାସ୍ତାରୁ ଏହି ବସ୍‌‌ଟି ଖସି ଯାଇଥିଲା। ବସ୍‌‌ଟି ଅମର୍ଦ୍ଦାରୁ ବାରିପଦା ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଏଥିରେ ୩୦ ରୁ ଅଧିକ ଯାତ୍ରୀ ଥିଲେ। ଯାତ୍ରୀମାନେ ଏକ ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories