www.samajalive.in
Sunday, December 14, 2025
26.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

୩୦ ଘଣ୍ଟା ପରେ ପୁରୀ କେନାଲରୁ ନାବାଳକଙ୍କ ମୃତଦେହ ଉଦ୍ଧାର.. ଗତକାଲି ଟଙ୍କପାଣି ନିକଟରେ ବୁଡ଼ି ଯାଇଥିଲେ, ଆଜି ହୀରାପୁରରୁ ଉଦ୍ଧାର ହେଲେ..

ସନାତନ ଧର୍ମ ବିରୋଧୀ ମନ୍ତବ୍ୟ.. ଉଦୟନିଧି ଷ୍ଟାଲିନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ପ୍ରଧାନ ବିଚାରପତିଙ୍କୁ ଚିଠି..

- Advertisement -

ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମାଟି ଅନୁକୁଳ.. ଶାରଦୀୟ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି..

କଂଗ୍ରେସରୁ ଲଢିବେନି କଂଗ୍ରେସ ବିଧାୟକ ସୁରେଶ ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ.. ୨୦୨୪ରେ ସେ କଂଗ୍ରେସ ନୁହେଁ ବରଂ ଅନ୍ୟ କେଉଁ ଦଳରୁ ଲଢିବେ ବୋଲି ସ୍ପଷ୍ଟ କରିଛନ୍ତି.. ସଫଳ ହେଉ କି ବିଫଳ, ଅନ୍ୟ ଦଳରୁ ଲଢିବି ବୋଲି ମନ୍ମଥ କହିଛନ୍ତି..

ଗଣେଶ ଚତୁର୍ଥୀରୁ ନୂଆ ସଂସଦ ଭବନରେ କାର୍ଯ୍ୟାରମ୍ଭ.. ୧୮ରେ ପୁରୁଣା ଭବନରେ ହିଁ ଆରମ୍ଭ ହେବ ସ୍ବତନ୍ତ୍ର ଅଧିବେଶନ..

ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍.. ବାଇଡେନଙ୍କ କୋଭିଡ୍ ରିପୋର୍ଟ ନେଗେଟିଭ୍ ଆସିବା ପରେ ସେ ଭାରତ ଆସି ଜି୨୦ ବୈଠକରେ ଯୋଗେ ଦେବେ ବୋଲି ହ୍ୱାଇଟ୍ ହାଉସ୍ ପକ୍ଷରୁ ସ୍ପଷ୍ଟ୍ କରାଯାଇଛି..

ସକ୍ରିୟ ମୌସୁମୀ ପ୍ରଭାବରେ ୮ ଯାଏଁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା.. କାଲି ଦକ୍ଷିଣ, ମଧ୍ୟ, ପଶ୍ଚିମ ଓଡିଶାର ପ୍ରାୟ ସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି.. ୯ ତାରିଖଠାରୁ ପାଗରେ ପରିବର୍ତ୍ତନ ସହ ବର୍ଷାର ପରିମାଣ କମିବା ନେଇ ସମ୍ଭାବନା..

କଟକରେ ଗୁଳି ଫୁଟାଇ ଲୁଟି ନେଲେ ସୁନା ଅଳଙ୍କାର ସହ ଟଙ୍କା..

ଚଳିତ ମୌସୁମୀ ଋତୁରେ ଏବେ ମଧ୍ୟ ୧୩% ନିଅଣ୍ଟିଆ ବର୍ଷା ରେକର୍ଡ..

ଲୁଣା ନଦୀରେ ପୁଣି କୁମ୍ଭୀର ଆତଙ୍କ.. ମାର୍ଶାଘାଇ ବ୍ଲକ କସଟିବାଲି ଗାଁ ଲୁଣା ନଦୀରେ ଗାଧୋଉଥିବା ବେଳେ ଜଣେ ବ୍ୟକ୍ତିଙ୍କୁ ଆକ୍ରମଣ ଉଦ୍ୟମ.. ସତର୍କ ଥିବାରୁ କୁମ୍ଭୀର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଗଲେ..

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories