www.samajalive.in
Monday, December 15, 2025
15.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ

ପିପିଲି:ପିପିଲି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ପବିତ୍ର ଜନ୍ମାଷ୍ଟମୀ ଉପଲକ୍ଷେ ଶିଶୁମାନଙ୍କ ମଧ୍ୟରେ ଶ୍ରୀକୃଷ୍ଣ ଓ ଶ୍ରୀରାଧା ବେଶ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ନେଇ ଜନ୍ମାଷ୍ଟମୀ ଉପରେ ଏକ ଗୀତିନାଟ୍ୟ ପରିବେଷଣ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ବିଦ୍ୟାମନ୍ଦିରର ପରିଚାଳନା କମିଟି ସଭାପତି ବିକ୍ରମ କେଶରୀ ସିଂ, ସଂପାଦକ ତଥା ବରିଷ୍ଠ ଆଇନଜୀବୀ ରମାକାନ୍ତ ସାହୁ, ଉପସଭାପତି ତଥା ଅବସରପ୍ରାପ୍ତ ପ୍ରାଧ୍ୟାପିକା ଅର୍ଚ୍ଚନା ସାହୁ, ଯୁଗ୍ମ ସଂପାଦକ ଶିକ୍ଷାବିତ୍‍ ରମାକାନ୍ତ ନାୟକ, କୋଷାଧ୍ୟକ ରାକେଶ ମହାପାତ୍ର, ବିଦ୍ୟାମନ୍ଦିରର ପ୍ରଧାନାଚାର୍ଯ୍ୟ ନେତ୍ରାନନ୍ଦ ଜେନା, ଶିକ୍ଷାବିତ୍‍ ରାମଚନ୍ଦ୍ର ଦାଶ, ସଦସ୍ୟ ଶଙ୍କର୍ଷଣ ପ୍ରଧାନ, କଳ୍ପନା ବେହେରା, ଅତିଥି ଆଚାର୍ଯ୍ୟ ରଘୁନାଥ ଜେନା, ବରିଷ୍ଠ ଆଚାର୍ଯ୍ୟା ଅନ୍ନପୂର୍ଣ୍ଣା ଜେମା, ଲକ୍ଷ୍ମୀପ୍ରୀୟା ବେହେରା, ପୁଷ୍ପାଞ୍ଜଳୀ ମହାପାତ୍ର ପ୍ରମୁଖ ଯୋଗଦେଇ ଶ୍ରୀକୃଷ୍ଣ ଓ ଶ୍ରୀରାଧା ବେଶଧାରୀ ଛାତ୍ରଛାତ୍ରୀଙ୍କୁ ପୁରଷ୍କୃତ କରିବା ସହ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories