www.samajalive.in
Monday, December 15, 2025
15.1 C
Bhubaneswar

ଅକ୍ଷୟ ପ୍ରଧାନ ହେଲେ ବିଜେଡି ଜିଲ୍ଲା ଯୁବ ଉପସଭାପତି

ଗଞ୍ଜାମ : ଗଞ୍ଜାମ ଜିଲ୍ଲା  ଯୁବ ବିଜେଡିର ଉପସଭାପତି ଭାବେ  ଅକ୍ଷୟ ପ୍ରଧାନ ମନୋନୀତ ହୋଇଛନ୍ତି। ଏନେଇ ବୁଧବାର ବିଜୁଯୁବ ଜନତା ଦଳ ପକ୍ଷରୁ ଘୋଷଣା କରାଯାଇଛି। ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରିଥିବା ଅକ୍ଷୟ ବିଜେଡିର ସକ୍ରିୟ ସଦସ୍ୟ ଭାବେ ବିଭିନ୍ନ ସମୟରେ କାର୍ଯ୍ୟ କରିଆସୁଛନ୍ତି। ପୂର୍ବରୁ ସେ ଜିଲ୍ଲାର ଆଇ.ଟି ସେଲ ସଂଯୋଜକ ଭାବେ ଦାୟିତ୍ୱରେ ରହିଥିଲେ।
ଏହି ନୂତନ ଦାୟିତ୍ୱ ମିଳିବା ପରେ ସେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସ୍ଥାନୀୟ ବିଧାୟକ, ବିଜେଡି ଜିଲ୍ଲା ଯୁବ ସଭାପତିଙ୍କୁ  କୃତଜ୍ଞତା ଜଣାଇଛନ୍ତି। ଆଗାମୀ ଦିନରେ ଯୁବ ସଂଗଠନକୁ ସୁଦୃଢ କରିବା ପାଇଁ ଉଦ୍ୟମ ଜାରି ରହିବ ବୋଲି ଅକ୍ଷୟ  ନିଜ ପ୍ରତିକ୍ରିୟାରେ କହିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories