www.samajalive.in
Monday, December 15, 2025
17.1 C
Bhubaneswar

ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା

ସମ୍ବଲପୁର  : ସମ୍ବଲପୁରର ଡା. ଝସକେତନ ସାହୁ ସନ୍ତରଣାଗାର ଠାରେ ସେନ୍ଟ ଜନ ସ୍କୁଲ ଆନୁକୂଲ୍ୟରେ ସିଆଇଏସସିଇ ରାଜ୍ୟସ୍ତରୀୟ ସନ୍ତରଣ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର ଓ ବ୍ରହ୍ମପୁର ଜୋନର ସନ୍ତରଣବୀତ ମାନେ ଭାଗ ନେଇଥିଲେ। ୧୪, ୧୭ ଓ ୧୯ ବର୍ଷ ବର୍ଗରେ ୨୦୦ ମିଟର ଫ୍ରି ଷ୍ଟାଇଲ, ୧୦୦ ମିଟର ଫ୍ରି ଷ୍ଟାଇଲ, ୫୦ ମିଟର ଫ୍ରି ଷ୍ଟାଇଲ,୫୦ ମିଟର ବେକ ଷ୍ଟ୍ରୋକ ଓ ୫୦ ମିଟର ବ୍ରେଷ୍ଟ ଷ୍ଟ୍ରୋକ ବର୍ଗରେ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ପ୍ରତିଯୋଗିତାକୁ ଜାତୀୟ କବାଡି କୋଚ ତଥା ଜିଲା କ୍ରିଡା ସଂଘର ସଚିବ ରାଜେଶ ସେଟ, ପୁର୍ବତନ ଜିଲା କ୍ରିଡାଧିକାରୀ ଉପେନ୍ଦ୍ର ଶତପଥି ଓ ସମାଜସେବୀ ରାମଦାସ ପଣ୍ଡା ଅତିଥି ରୂପେ ଯୋଗ ଦେଇ ଉଦଘାଟନ କରିଥିଲେ। ପ୍ରତିଯୋଗିତାକୁ ଆୟୋଜନ ଓ ପରିଚାଳନାରେ ସ୍କୁଲର ଅଧ୍ୟକ୍ଷ ଅନୀଲ କୁଜୁରଙ୍କ ନେତୃତ୍ୱରେ ସହଯୋଗୀ ମାନେ ସହାୟତ କରିଥିଲେ।

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories