www.samajalive.in
Sunday, December 14, 2025
23.1 C
Bhubaneswar

ଆଜି ରାଜଧାନୀରେ ମାଗଣାରେ ଇ-ବସ୍‌‌ ଓ ଇ-ରିକ୍ସା ସେବା

ଭୁବନେଶ୍ୱର: ଆଜି ହେଉଛି ସ୍ୱଚ୍ଛ ବାୟୁ ଦିବସ। ଏହି ଅବସରରେ ରାଜଧାନୀରେ ମାଗଣାରେ ଇ-ବସ୍‌‌ ଓ ଇ-ରିକ୍ସା ସେବା ମିଳିବ। କ୍ରୁଟ୍‌‌ର ସମସ୍ତ ଇ-ବସ୍‌‌ ଓ ଇ-ରିକ୍ସାରେ ମାଗଣା ଯାତ୍ରା କରିପାରିବେ ଯାତ୍ରୀ। ଯାତ୍ରା ପାଇଁ କୌଣସି ଦେୟ ଦେବାକୁ ପଡିବ ନାହିଁ। ସ୍ୱଚ୍ଛ ବାୟୁ ଦିବସ ଅବସରରେ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ପକ୍ଷରୁ ଏହି ଘୋଷଣା ହୋଇଛି।

ପ୍ରଦୂଷଣ କମାଇବା ଲକ୍ଷ୍ୟ ନେଇ ଏହି ପଦକ୍ଷେପ ନିଆଯାଇଛି।  ଏହାସହ ରାଜଧାନୀରେ ୧୦ଟି ରୁଟ୍‌‌ରେ ଇ-ବସ୍‌‌ ଗଡୁଛିା

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories