www.samajalive.in
Saturday, December 6, 2025
26.1 C
Bhubaneswar

୮ମାସ ହେଲା ଭତ୍ତାରୁ ବଞ୍ଚିତ ହିତାଧିକାରୀ

ହରଭଙ୍ଗା : ସରକାର ସାମାଜିକ ସୁରକ୍ଷା ଯୋଜନାରେ ଗରିବ ବୃଦ୍ଧ, ବୃଦ୍ଧା, ବିଧବା ଏବଂ ଭିନ୍ନକ୍ଷମଙ୍କ ପାଇଁ ଭତ୍ତା ଯୋଗାଇ ଦେଉଛନ୍ତି। ଏସବୁ ପରେ ବି ହରଭଙ୍ଗା ବ୍ଲକର ବିଭିନ୍ନ ଗ୍ରାମରୁ ହିତାଧିକାରୀମାନଙ୍କୁ ଭତ୍ତା ଟଙ୍କା ମାସ ମାସ ଧରି ମିଳୁନଥିବା ଘଟଣା ବାରମ୍ବାର ସାମ୍ନାକୁ ଆସୁଛି। ଏଭଳି ଏକ ଚିତ୍ର ହରଭଙ୍ଗା ବ୍ଲକ ଅନ୍ତର୍ଗତ କରଞ୍ଜକଟା ଗ୍ରାମରେ ଦେଖିବାକୁ ମିଳିଛି। ଗ୍ରାମର ଗଜପତି ପ୍ରଧାନ(୭୦) ନାମକ ଜଣେ ବୃଦ୍ଧ ହିତାଧିକାରୀ ୮ମାସ ହେଲା ଭତ୍ତାରୁ ବଞ୍ଚିତ ଥିବା ଘଟଣା ଲକ୍ଷ୍ୟ କଲେ ସାମାଜିକ ସୁରକ୍ଷା ଯୋଜନାରେ ବ୍ଲକ ବାଟବଣା ହୋଇଥିବା ଦେଖିବାକୁ ମିଳିଛି। ତୁରନ୍ତ ଏ ଦିଗରେ ବ୍ଲକ ପ୍ରଶାସନ ଦୃଷ୍ଟି ଦେବା ସହ ଭତ୍ତା ଯୋଗାଇଦେବାକୁ ସମାଜସେବୀ ଧିରେନ ପ୍ରଧାନ ଦାବୀ କରିଛନ୍ତି।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories