www.samajalive.in
Saturday, December 13, 2025
27.1 C
Bhubaneswar

୮୦ଲକ୍ଷର ଗଞ୍ଜେଇ ଜବତ

ଭୁବନେଶ୍ବର: ମୋହନାରେ ଭ୍ୟାନ ସହ ୮୦ଲକ୍ଷ ଟଙ୍କାର ୮ କ୍ବିଣ୍ଟାଲ ଗଞ୍ଜେଇ ଜବତ କରାଯାଇଛି। ମୋହନା ଅଞ୍ଚଳର ଅଡ଼ବା ଥାନା ଅନ୍ତର୍ଗତ ଆଶ୍ରୟପୁର ଗାଁ ନିକଟ ଜଙ୍ଗଲରୁ ଜବତ ହୋଇଛି। ଚଢ଼ାଉବେଳେ ପୁଲିସକୁ ଚକମା ଦେଇ ଗଞ୍ଜେଇ ମାଫିଆ ଫେରାର ହୋଇଯାଇଥିବା ସୂଚନା ମିଳିଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories