www.samajalive.in
Monday, December 15, 2025
16.1 C
Bhubaneswar

୧୧ରୁ ବିଜେଡି କର୍ମୀଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର : ବିଜୁ ଜନତାଦଳ ପକ୍ଷରୁ ଆସନ୍ତା ୧୧ ତାରିଖରୁ ଶଙ୍ଖ ଭବନ ଠାରେ ବିଜେଡି କର୍ମୀଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମ ଆରମ୍ଭ ହେବ। ଦଳର ବରିଷ୍ଠ ନେତା ଦଳୀୟ ସଂଗଠନକୁ ଆହୁରି ମଜଭୁତ କରିବା ପାଇଁ କର୍ମୀଙ୍କୁ ଦିଗଦର୍ଶନ ଦେବେ। ଦଳର ବିଧାୟକ ଦେବୀ ପ୍ରସାଦ ମିଶ୍ର ଏହି ସୂଚନା ଦେଇଛନ୍ତି । ପ୍ରତି ନିର୍ବାଚନମଣ୍ଡଳୀର ୨ଶହ କର୍ମୀଙ୍କୁ ସୋସିଆଲ ମିଡିଆର ବ୍ୟବହାର, ରାଜ୍ୟ ସରକାରଙ୍କ ଜଣକଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଂଚାଇବା ସହ ଅଧିକରୁ ଅଧିକ ସଦସ୍ୟ ସଂଗ୍ରହ ପାଇଁ  ବିଜେଡିର ଅଭିଜ୍ଞ ନେତା ପ୍ରଶିକ୍ଷଣ ଦେବେ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories