www.samajalive.in
Monday, December 15, 2025
15.1 C
Bhubaneswar

ଶ୍ରୀଜୀଉଙ୍କ ବନଭୋଜି ବେଶ

ଡେସ୍କ : ଭାଦ୍ରବ କୃଷ୍ଣ ଦଶମୀ ତିଥିରେ ଶନିବାର ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନଭୋଜି ବେଶ ଅନୁଷ୍ଠିତ ହୋଇଛି । ମଧ୍ୟାହ୍ନ ଧୂପ ନୀତି ଶେଷ ହେବାପରେ ସେବାୟତମାନେ ଶ୍ରୀଜୀଉଙ୍କୁ ଏହି ବେଶରେ ସଜ୍ଜିତ କରିଥିଲେ। ମହାପ୍ରଭୁ ବନଭୋଜି ଉଦ୍ଦେଶ୍ୟରେ ଯାଉଥିବାର ଦୃଶ୍ୟ ଦେଖିବାକୁ ମିଳିଛି । ରତ୍ନସିଂହାସନ ଦୁଇପାଶ୍ୱର୍ରେ କାଠରେ ନିର୍ମିତ ଗାଈ ଓ ବାଛୁରି ରଖାଯାଇଛି । ଗବେଷକଙ୍କ ମତ ଅନୁଯାୟୀ ଗୋପଲୀଳା ସମୟରେ କୃଷ୍ଣ ଓ ବଳରାମ ଗୋବତ୍ସା ସହ ବନଭୋଜି ପାଇଁ ଯାଇଥିଲେ । ଏହି ପୌରାଣିକ ତଥ୍ୟକୁ ଲୋକଙ୍କ ମନରେ ଉଜ୍ଜିବିତ କରିବା ପାଇଁ ଏହି ବେଶ ହୋଇଆସୁଛି । ହଜାର ହଜାର ଶ୍ରଦ୍ଧାଳୁ ଭିତର କାଠ ପାଖରେ ଠିଆହୋଇ ଶ୍ରୀଜୀଉଙ୍କ ଏହି ଆକର୍ଷଣୀୟ ବେଶ ଦର୍ଶନ କରୁଛନ୍ତି । ଏହି ଅବସରରେ ଶ୍ରୀମନ୍ଦିରରେ କୋଳିବିକା, ଶ୍ରୀଜୀଉଙ୍କ ବକାସୁର ଓ ଅର୍ଘାସୁର ବଧ ନୀତି ପାଳିତ ହୋଇଛି । ରବିବାର ଧେନୁକାସୁର ବଧ ସହିତ କାଳୀୟ ଦଳନ ବେଶ ଅନୁଷ୍ଠିତ ହେବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories