www.samajalive.in
Sunday, December 14, 2025
19.1 C
Bhubaneswar

ବ୍ଲକ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡା ନୋଡାଲ ଉଚ୍ଚ ବିଦ୍ୟାଳୟ ଖେଳ ପଡିଆ ଠାରେ ଆଜି ବ୍ଲକ ସ୍ତରୀୟ କ୍ରୀଡା ଆରମ୍ଭ ହୋଇଛି। ଏହି କ୍ରୀଡା ଉତ୍ସବକୁ ତହସିଲଦାର ବିଜୟ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଉଦଘାଟନ କରିଥିଲେ। ଏଥିରେ ସମୁଦାୟ ୧୬ ଗୋଟି ବିଦ୍ୟାଳୟର ୧୮୫ ଛାତ୍ରଛାତ୍ରୀ ବିଭିନ୍ନ କ୍ରୀଡାରେ ଅଂଶ ଗ୍ରହଣ କରିଛନ୍ତି। ହକି, ଭଲିବଲ, ବିଚ ଭଲିବଲ, ରଗବି, କ୍ରିକେଟ,ଏଥଲେଟିକ ବାସ୍କେଟବଲ, ଖୋଖୋ, କବାଡି, ଫୁଟବଲ, ବ୍ୟାଡ଼ମିଣ୍ଟନ, ଚେସ, ଯୋଗା ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା କ୍ରୀଡା ଶିକ୍ଷକ ରଙ୍କନିଧି ବେହେରା ସୂଚନା ଦେଇଛନ୍ତି। ବ୍ଲକ ସ୍ତରୀୟ କ୍ରୀଡା ସମାପ୍ତ ପରେ ଖଜୁରୀପଡା ଠାରେ ଆସନ୍ତା ୨୧ ତାରିଖରୁ ଦୁଇ ଦିନିଆ ଜିଲ୍ଲା ସ୍ତରୀୟ କ୍ରୀଡା ହେବ ବୋଲି କ୍ରୀଡା ଶିକ୍ଷକ ଶ୍ରୀ ବେହେରା ସୂଚନା ଦେଇଛନ୍ତି।

Hot this week

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

Related Articles

Popular Categories