www.samajalive.in
Sunday, December 14, 2025
23.1 C
Bhubaneswar

ଖଣ୍ଡଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମାମୁକ୍ତ କର୍ମାଶାଳା

ଗଞ୍ଜାମ:ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମାମୁକ୍ତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ସହର ଗ୍ରାସୀମ କମ୍ପାନୀ ପକ୍ଷରୁ ଆୟୋଜିତ କାର୍ୟ୍ୟକ୍ରମରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡ଼କ୍ଟର ସୌମ୍ୟକାନ୍ତ ମହାପାତ୍ରଙ୍କ ସଂଯୋଜନାରେ କାର୍ୟ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କମ୍ପାନୀ ସିଏସଆର ମୁଖ୍ୟ ସସ୍ମିତା ବେହେରା ଯୋଗଦେଇ କେନ୍ଦ୍ର ସରକାରଙ୍କ ଟିବି ମୁକ୍ତ ଭାରତ ଅଭିଯାନକୁ ସଫଳ କରିବା ପାଇଁ କମ୍ପାନୀ ପକ୍ଷରୁ ପ୍ରୟାସ ଜାରି ରହିଥିବା ତାଙ୍କ ବକ୍ତବ୍ୟରେ କହିଥିଲେ। ଏହି ବ୍ଲକରେ ରହିଥିବା ୫୦ ଜଣ ଯକ୍ଷ୍ମା ରୋଗୀଙ୍କ ଏକ ବର୍ଷ ପାଇଁ ପୋଷଣ ଯୁକ୍ତ ଖାଦ୍ୟ ଓ ସମସ୍ତ ପ୍ରକାର ମେଡିକାଲ ସମ୍ଭନ୍ଧୀୟ ସୁବିଧା ଯୋଗାଇ ଦେବା ପାଇଁ ଦାୟିତ୍ୱ କମ୍ପାନୀ ବହନ କରିବ ବୋଲି କହିଥିଲେ।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories