www.samajalive.in
Sunday, December 14, 2025
14.1 C
Bhubaneswar

ଜି୨୦ ଶିଖର ସମ୍ମିଳନୀ ଶେଷ, ବ୍ରାଜିଲ ପରବର୍ତ୍ତୀ ଅଧ୍ୟକ୍ଷ

ଡେସ୍କ: ଭାରତ ଅଧ୍ୟକ୍ଷତାରେ ଆୟୋଜିତ ଅଷ୍ଟାଦଶ ଜି୨୦ ଶିଖର ସମ୍ମିଳନୀ ଶେଷ ହୋଇଛି। ନୂଆଦିଲ୍ଲୀରେ ଦୁଇ ଦିନ ଧରି ଚାଲିଥିବା ଏହି ସମ୍ମିଳନୀ ଆଜି ଶେଷ ହୋଇଛି। ଏହି ସମ୍ମିଳନୀରେ ଭାରତ ବ୍ରାଜିଲକୁ ପରବର୍ତ୍ତୀ ଅଧ୍ୟକ୍ଷ ପଦ ପ୍ରଦାନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବ୍ରାଜିଲ ରାଷ୍ଟ୍ରପତିଙ୍କୁ ଅଧ୍ୟକ୍ଷତା ଭାର ସମର୍ପଣ କରିଛନ୍ତି। ଚଳିତ ବର୍ଷ ନଭେମ୍ବର ଶେଷ ଆଡ଼କୁ ଜି୨୦ର ଭର୍ଚ୍ଚୁଆଲ ଅଧିବେଶନ ପାଇଁ ଶ୍ରୀ ମୋଦୀ ପ୍ରସ୍ତାବ ଦେଇଛନ୍ତି।

Hot this week

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

Related Articles

Popular Categories