www.samajalive.in
Sunday, December 14, 2025
26.1 C
Bhubaneswar

ହରଭଙ୍ଗା : ମଦ ଜବତ, ଜଣେ ଗିରଫ

ହରଭଙ୍ଗା : ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ ସାଲକଟା ଗ୍ରାମରେ ରବିବାର  ଅବକାରୀ ବିଭାଗ ଚଢ଼ାଉ କରି ୧୦ ଲିଟର ଦେଶୀ ମହୁଲି ମଦ ଜବତ କରିଛି । ଏହି ଘଟଣାରେ ସୁରେଶ ମୁଖି (୫୦)ଙ୍କୁ ଗିରଫ କରିଛି। ଦ୍ୱିତୀୟ ଦଫାରେ ପଙ୍କୁଆଳ ଜଙ୍ଗଲରେ ଅବକାରୀ ବିଭାଗ ଚଢ଼ାଉ କରି ୨୦୦୦ ଲିଟର ମହୁଲ ପୋଚ ସାଙ୍ଗକୁ ୪୦ଲିଟର ଦେଶୀ ମହୁଲି ମଦ ନଷ୍ଟ କରିଛି।ଏହା ସହିତ ମଦରନ୍ଧା ପାଇଁ ବ୍ୟବହୃତ ପ୍ଲାଷ୍ଟିକ ଜାର,  ଡେ଼କଚି ଜବତ କରିଥିବା ଇନିସ୍ପେକ୍ଟର ସାଗରୀକା ପ୍ରଧାନ ସୂଚନା ଦେଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories