www.samajalive.in
Saturday, December 13, 2025
27.1 C
Bhubaneswar

ପୂର୍ବତନ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଜେଲ

ଭୁବନେଶ୍ବର: ଜଟଣୀ ବଡ଼ ନୂଆ ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତୀ ଦେବୀଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ୨ ଟି ମାମଲାରେ ଦଣ୍ଡାଦେଶ କଲେ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ। ଗୋଟିଏ ମାମଲାରେ ୩ ବର୍ଷ ଏବଂ ଅନ୍ୟଟିରେ ୨ ବର୍ଷ ଜେଲ ଦଣ୍ଡ। ଉଭୟ ଜେଲ ଦଣ୍ଡାଦେଶ ଏକ ସମୟରେ କାର୍ଯ୍ୟକାରୀ କରିବାକୁ ଭିଜିଲାନ୍ସ କୋର୍ଟ ନିର୍ଦେଶ ଦେଇଛନ୍ତି। ଏଠାରେ ସୂଚନା ଯୋଗ୍ୟ ଯେ ୨୦୧୩ରେ ଲାଞ୍ଚ ନେଇ ଧରାପଡ଼ିଥିଲେ ପ୍ରଧାନ ଶିକ୍ଷୟିତ୍ରୀ ବାସନ୍ତୀ ଦେବୀ।

Hot this week

ବିଜେପିରେ ଦିଲ୍ଲୀରୁ ହୁଏ ନିଷ୍ପତ୍ତି; ମୋ ସହିତ ଆଦୌ ପରାମର୍ଶ କରାଯାଏନାହିଁ

ସମାଜ ଡିଜିଟାଲ ଡେସ୍କ: ପଞ୍ଜାବରେ ବିଜେପି ରାଜନୀତି ସରଗରମ । ପୂର୍ବତନ...

ମେସିଙ୍କୁ ଦେଖିବାକୁ ଷ୍ଟାଡିୟମରେ ହଙ୍ଗାମା

ସମାଜ ଲାଇଭ ଡ଼େସ୍କ : ମେସିଙ୍କୁ ଦେଖିବାକୁ କଲକାତା ସଲ୍ଟଲେକ ଷ୍ଟାଡିୟମରେ...

ଗୋପାଳପୁର କଲେଜରେ ସ୍ଥାପନ ହେବ ଫ୍ରାଟେରନିଟି ପାର୍କ

ବ୍ରହ୍ମପୁର/ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ସ୍ଥିତ ହୋଟେଲ ସି ସାଇଡ...

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

Related Articles

Popular Categories